ପ୍ରକାଶ ପାଇଲା ଆଇସିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷା ଫଳ, ସଫଳ ଛାତ୍ରଛାତ୍ରୀଙ୍କୁ ଛୁଟୁଛି ଶୁଭେଚ୍ଛା

Table of Content

ପ୍ରକାଶ ପାଇଲା ICSE ଓ ISC ରେଜଲ୍ଟ । କାଉନସିଲ୍ ଫର୍ ଦି ଇଣ୍ଡିଆନ୍ ସ୍କୁଲ ସାର୍ଟିଫିକେଟ୍ ଏକ୍ସାମିନେସନ୍ସ ବାCISCE ପକ୍ଷରୁ ଆଜି ଉଭୟ ଦଶମ ଓ ଦ୍ୱାଦଶ ଶ୍ରେଣୀର ପରୀକ୍ଷା ଫଳ ଘୋଷଣା କରାଯାଇଛି । ପୂର୍ବ ସୂଚନା ଅନୁଯାୟୀ, ଦିନ ୧୧ଟାରେ ପ୍ରକାଶ ପାଇଛି ପରୀକ୍ଷା ଫଳ। ବୋର୍ଡ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହେବା ପରେ ଅଫିସିଆଲ୍ ୱେବସାଇଟ୍ cisce.org ଏବଂ  results.cisce.org ମାଧ୍ୟମରେ ରେଜଲ୍ଟ ପ୍ରକାଶ ପାଇଛି । ଛାତ୍ରଛାତ୍ରୀମାନେ ନିଜର ରେଜଲ୍ଟ ଦେଖିପାରିବେ। ୱେବସାଇଟ୍ ବ୍ୟତୀତ ଏସଏମଏସ୍ ଏବଂ ଆପ୍ ମାଧ୍ୟମରେ ମଧ୍ୟ ପରୀକ୍ଷା ଫଳ ଜାଣିହେବ।

446685pwpadmin

https://adyashalive.com

Leave a Reply

Your email address will not be published. Required fields are marked *

Featured Posts

Featured Posts

ଆପଣଙ୍କ ସମସ୍ୟା ଆମର ଦାୟିତ୍ୱ, 
ସାଧାରଣ ଜନତାଙ୍କ ଅକୁହା କଥା ।

Featured Posts