ପଶ୍ଚିମ ବଙ୍ଗରେ ବିଜେପିର ବିପୁଳ ବିଜୟକୁ ନେଇ ମୁକେଶ ମହାଲିଙ୍ଗ ବଙ୍ଗ ଜନତାଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଧନ୍ୟବାଦ ପଶ୍ଚିମ ବଙ୍ଗ ଲୋକଙ୍କୁ ଯିଏ ବିକାଶ, ନାରୀ ସଶକ୍ତିକରଣ ନାଁରେ ଭୋଟ ଦେଇଛନ୍ତି । ଓଡ଼ିଶାରୁ ବି ୮୦୦ କର୍ମୀ ପଶ୍ଚିମ ଯାଇଥିଲେ । ୨୫ ବିଧାୟକ, ମନ୍ତ୍ରୀ ବି ଯାଇଥିଲେ । ଯାହା ଭୋଟରଙ୍କୁ ପ୍ରଭାବିତ କଲା । କାରଣ ସେମାନେ ଦେଖିଲେ ଓଡ଼ିଶାରେ ବିଜେପି ଆସି ବିକାଶ ହୋଇଛି ।
