“ଆଜିର ରାଶିଫଳ: କାହାର ଭାଗ୍ୟ ଚମକିବ, କିଏ ରହିବେ ସତର୍କ?”
ମେଷ- ବ୍ୟବସାୟ କାର୍ଯ୍ୟରେ ବ୍ୟସ୍ତତା ବୃଦ୍ଧି ସହ ଋଣଭାର ପରିଶୋଧ ଜନିତ ସମସ୍ୟା ସୃଷ୍ଟି ହେବାର ଆଶଙ୍କା ରହିଛି। ପରକଥାରେ ମନ ଦେଇ ନିଜ କାମକୁ ଅବହେଳା କରିପାରନ୍ତି। ପରିବାର ମଧ୍ୟରେ ନିଜର ପ୍ରତିକ୍ରିୟା ହଠାତ୍ ପ୍ରକାଶ କରନ୍ତୁ ନାହିଁ। ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ ପ୍ରତିକାର- କୌଣସି ଛୋଟା ଲୋକଙ୍କୁ କିଛି ସାହାଯ୍ୟ କରନ୍ତୁ। ବୃଷ- ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ପିତାମାତାଙ୍କ ସ୍ୱାସ୍ଥ୍ୟ ପ୍ରତି...

Total Users : 1000787