ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା ଭିତରେ ମନମୋହନ ସାମଲଙ୍କ ବଡ଼ ବୟାନ: ‘ସଂପୂର୍ଣ୍ଣ ଅମୁଳକ ଏବଂ ଆଧାରହୀନ’ କହିଲେ ରାଜ୍ୟ ବିଜେପି ସଭାପତି
ଏବେ ହେବାର ନାହିଁ ରାଜ୍ୟ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣର। ମନ୍ତ୍ରୀମଣ୍ଡଳ ସଂପ୍ରସାରଣ ଓ ଅଦଳବଦଳକୁ ନେଇ ପ୍ରକାଶିତ ବିଭ୍ରାନ୍ତକାରୀ ସମ୍ବାଦ ‘ସଂପୂର୍ଣ୍ଣ ଅମୁଳକ ଏବଂ ଆଧାରହୀନ’ କହିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ମନ୍ତ୍ରୀମଣ୍ଡଳ ସଂପ୍ରସାରଣ ସହିତ ଅନ୍ୟ ସମସ୍ତ ଆବଶ୍ୟକ ନିଷ୍ପତ୍ତିଗୁଡିକୁ ସଠିକ ସମୟରେ ନିଆଯିବ। ସେ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ରାଜ୍ୟରେ ବିଜେପି ସରକାର ୨ ବର୍ଷ ପୂର୍ତ୍ତି ହେବାକୁ ଯାଉଛି। ସଂକଳ୍ପ ପତ୍ରରେ ଦିଆଯାଇଥିବା ପ୍ରତିଶୃତି ମଧ୍ୟରୁ ଅନେକାଂଶ...

Total Users : 1000780