କନ୍ଧମାଳରେ ନୂତନ ତହସିଲଦାର ଭାବେ ସମୁଦ୍ର ମିଶ୍ରଙ୍କ ଦାୟିତ୍ୱ ଗ୍ରହଣ
କନ୍ଧମାଳ ଜିଲ୍ଲାର ଘୁମୁସର ଉଦୟଗିରି ତହସିଲ କାର୍ଯ୍ୟାଳୟରେ ଆଜି ନୂତନ ତହସିଲଦାର ଭାବେ ସମୁଦ୍ର ମିଶ୍ର କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ପୂର୍ବରୁ ସେ କନ୍ଧମାଳ ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ଭାବେ ସଫଳତାର ସହ କାର୍ଯ୍ୟ ନିର୍ବାହ କରୁଥିଲେ। ପୂର୍ବତନ ତହସିଲଦାର ରଞ୍ଜନ କୁମାର ସାହୁଙ୍କ ଅନୁଗୁଳ ଜିଲ୍ଲାକୁ ବଦଳି ହେବା ପରେ ତାଙ୍କ ସ୍ଥାନରେ ଶ୍ରୀ ମିଶ୍ରଙ୍କୁ ଏହି ଦାୟିତ୍ୱ ମିଳିଛି। ଆଜି ଅତିରିକ୍ତ ତହସିଲଦାର ଦେବାଶିଷ ଜେନାଙ୍କଠାରୁ ସେ ଔପଚାରିକ ଭାବେ କାର୍ଯ୍ୟଭାର ଗ୍ରହଣ କରିଥିଲେ।...

Total Users : 1000779