ଶିଳ୍ପ ଭିତ୍ତିଭୂମି ସୁଦୃଢ଼ ହେବ, ପ୍ରଶାସନିକ ସଂସ୍କାର ଉପରେ ସରକାରଙ୍କ ଫୋକସ୍
ଓଡ଼ିଶାରେ ଶିଳ୍ପାୟନକୁ ଆହୁରି ଗତିଶୀଳ କରିବା ଏବଂ Ease of Doing Business କୁ ସୁଦୃଢ଼ କରିବା ଲକ୍ଷ୍ୟରେ ଓଡ଼ିଶା ଶିଳ୍ପ ଭିତ୍ତିଭୂମି ଉନ୍ନୟନ ନିଗମ (IDCO) ପକ୍ଷରୁ ବଡ଼ ପଦକ୍ଷେପ ନିଆଯାଇଛି। IDCO ଅଧ୍ୟକ୍ଷା ତଥା ଗୃହ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଉଷା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଚ୍ଚସ୍ତରୀୟ ଶିଳ୍ପ ହିତାଧିକାରୀ ବୈଠକରେ ରାଜ୍ୟର ଶିଳ୍ପ ବିକାଶ, ଭିତ୍ତିଭୂମି ସୁଧାର, ଜମି ଆବଣ୍ଟନ, ବିଦ୍ୟୁତ, ଜଳଯୋଗାଣ ଓ...

Total Users : 1000778