ଲଘୁଚାପରେ ଭିଜୁଛି ଓଡ଼ିଶା, ୭ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା
ଲଘୁଚାପ ପ୍ରଭାବରେ ଭିଜୁଛି ଓଡ଼ିଶା; ୭ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା, ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ସକ୍ରିୟ ଥିବା ଲଘୁଚାପ ଓ ସହଯୋଗୀ ଘୂର୍ଣ୍ଣିବଳୟ ପ୍ରଭାବରେ ସମଗ୍ର ଓଡ଼ିଶାରେ ବର୍ଷାର ପ୍ରକୋପ ଜାରି ରହିଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଏହି ପାଗ ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ଜାରି ରହିବ ଏବଂ ଆଗାମୀ ଦୁଇ ଦିନ ମଧ୍ୟରେ ଲଘୁଚାପ ଅଧିକ ସକ୍ରିୟ ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ...

Total Users : 1000779