ଅହମ୍ମଦାବାଦରେ ଓଡ଼ିଶା ନିବେଶକ ସମ୍ମିଳନୀ
୦୬/୦୫,ଭୁବନେଶ୍ବର: “ଗୁଜରାଟ ଭାରତର ପଶ୍ଚିମ ଭାଗକୁ ସମୃଦ୍ଧ କରିଛି। ବର୍ତ୍ତମାନ ଭାରତର ପୂର୍ବ ଭାଗକୁ ସମୃଦ୍ଧ କରିବା ପାଇଁ ଓଡ଼ିଶା ସମ୍ପୂର୍ଣ୍ଣ ପ୍ରସ୍ତୁତ। ଦ୍ରୁତ ଅଭିବୃଦ୍ଧି ଏବଂ ରଣନୈତିକ ଯୋଜନା ସହିତ ଓଡ଼ିଶା ବର୍ତ୍ତମାନ ଶିଳ୍ପଜଗତ ପାଇଁ ବ୍ୟାପକ ସୁଯୋଗ ସୃଷ୍ଟି କରିପାରିଛି । ଏହା ସହିତ ପ୍ରତିଯୋଗିତାମୂଳକ ପରିବେଶରେ ନିବେଶକ ମାନଙ୍କୁ ଅପେକ୍ଷାକୃତ ସୁବିଧାଜନକ ସ୍ଥିତି ମଧ୍ୟ ପ୍ରଦାନ କରୁଛି ।” ଅହମ୍ମଦାବାଦରେ ଆୟୋଜିତ ‘ଓଡ଼ିଶା ନିବେଶକ ସମ୍ମିଳନୀ ରୋଡ୍-ଶୋ’ରେ ନିଜର ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ...
