ଚେହେରାରେ କରନ୍ତୁ ନନ୍ ସର୍ଜିକାଲ୍ ଫେସିଆଲ : ଜାଣନ୍ତୁ ଏହାର ପଦ୍ଧତି …
ଆଧୁନିକ ଜୀବନଶୈଳୀରେ ସୁନ୍ଦର ଓ ଯୁବ ଚର୍ମ ପାଇଁ ଲୋକମାନେ ବିଭିନ୍ନ ବ୍ୟୁଟି ଟ୍ରିଟମେଣ୍ଟ ଦିଗରେ ଆକୃଷ୍ଟ ହେଉଛନ୍ତି। ସେଥିରେ ରେଡିଓ ଫ୍ରିକ୍ୱେନ୍ସି ଫେସିଆଲ ଏକ ନୂତନ ଓ ପ୍ରଭାବଶାଳୀ ପଦ୍ଧତି ଭାବେ ପରିଚିତ ହୋଇଛି । ସର୍ଜରି ବିନା ଚର୍ମକୁ ଟାଇଟ୍ କରିବା, ଚର୍ବି କମାଇବା ଓ ପ୍ରାକୃତିକ ଉଜ୍ଜ୍ବଳ ଫେରାଇବାରେ ଏହା ବିଶେଷ ଭୂମିକା ଗ୍ରହଣ କରିଛି । ତେଣୁ ଆଜିର ଯୁଗରେ ଏହି ଚିକିତ୍ସା ମଧ୍ୟ ବହୁତ ଲୋକପ୍ରିୟ ହୋଇପାରିଛି । ଏହି...
