ଦରମା ନମିଳିବା ପ୍ରତିବାଦରେ ଏକାଠି ଷ୍ଟିଅରିଂ ଛାଡ଼ିଲେ ଆମ ବସ କର୍ମଚାରୀ

Table of Content

ଦରମା ମିଳିଲାନି ଗଡ଼ିଲାନି ଆମ ବସ୍। ବର୍ତ୍ତମାନ ୪୨ ଦିନ ହୋଇଯାଇଥିଲେ ବି ଦରମା ପାଇନଥିବାରୁ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ କରିଛନ୍ତି ଆମ ବସ୍ ଡ୍ରାଇଭର। ଆଜି ପୋଖରୀପୁଟ ଡିପୋର ୪୩ଟି ବସ ବନ୍ଦ ରହିଛି ।

ଆମ ବସ୍‌ କର୍ମଚାରୀଙ୍କ ପାଇଁ  ରେଷ୍ଟ ରୁମ ନାହିଁ, ଓଭର ଡ୍ୟୁଟିର ଚାପ ରହୁଛି, ୪ ଦିନ ସାପ୍ତାହିକ ଛୁଟି ମିଳୁନାହିଁ,ଏଏସଆଇ ସୁବିଧା ମିଳୁନାହିଁ ବୋଲି ଅଭିଯୋଗ କରିଛନ୍ତି କର୍ମଚାରୀ । ତେବେ କ୍ରୁଟ୍  ଚକ୍ରା ଇ ଟ୍ରାନ୍ସପୋର୍ଟକୁ ଦାୟିତ୍ୱ ଦେଇ ଥାର୍ଡ ପାର୍ଟି ଅଧୀନରେ ଡ୍ରାଇଭର ନିଯୁକ୍ତି କରିଥିବା ବେଳେ ଡ୍ରାଇଭରଙ୍କ ସାମାଜିକ ସୁରକ୍ଷା ବାବଦରେ କିଏ ଚିନ୍ତା କରିବ ବୋଲି ପ୍ରଶ୍ନ କରିଛନ୍ତି ଏହି ଡ୍ରାଇଭରମାନେ। ଚକ୍ରା ଇ ଟ୍ରାନ୍ସପୋର୍ଟକୁ ଦାୟିତ୍ୱ ଦେଇ ଥାର୍ଡ ପାର୍ଟି ଅଧୀନରେ ଡ୍ରାଇଭର ନିଯୁକ୍ତି କରିଥିବା ବେଳେ ଡ୍ରାଇଭରଙ୍କ ସାମାଜିକ ସୁରକ୍ଷା ବାବଦରେ କିଏ ଚିନ୍ତା କରିବ ବୋଲି ପ୍ରଶ୍ନ କରିଛନ୍ତି ଏହି ଡ୍ରାଇଭରମାନେ।

ଏହାଛଡ଼ା ଆମ ବସ୍‌ କର୍ମଚାରୀଙ୍କ ପାଇଁ  ରେଷ୍ଟ ରୁମ ନାହିଁ, ଓଭର ଡ୍ୟୁଟିର ଚାପ ରହୁଛି, ୪ ଦିନ ସାପ୍ତାହିକ ଛୁଟି ମିଳୁନାହିଁ,ଏଏସଆଇ ସୁବିଧା ମିଳୁନାହିଁ ବୋଲି ଅଭିଯୋଗ କରିଛନ୍ତି କର୍ମଚାରୀ । ତେବେ କ୍ରୁଟ୍  ଚକ୍ରା ଇ ଟ୍ରାନ୍ସପୋର୍ଟକୁ ଦାୟିତ୍ୱ ଦେଇ ଥାର୍ଡ ପାର୍ଟି ଅଧୀନରେ ଡ୍ରାଇଭର ନିଯୁକ୍ତି କରିଥିବା ବେଳେ ଡ୍ରାଇଭରଙ୍କ ସାମାଜିକ ସୁରକ୍ଷା ବାବଦରେ କିଏ ଚିନ୍ତା କରିବ ବୋଲି ପ୍ରଶ୍ନ କରିଛନ୍ତି ଏହି ଡ୍ରାଇଭରମାନେ। ଚକ୍ରା ଇ ଟ୍ରାନ୍ସପୋର୍ଟକୁ ଦାୟିତ୍ୱ ଦେଇ ଥାର୍ଡ ପାର୍ଟି ଅଧୀନରେ ଡ୍ରାଇଭର ନିଯୁକ୍ତି କରିଥିବା ବେଳେ ଡ୍ରାଇଭରଙ୍କ ସାମାଜିକ ସୁରକ୍ଷା ବାବଦରେ କିଏ ଚିନ୍ତା କରିବ ବୋଲି ପ୍ରଶ୍ନ କରିଛନ୍ତି ଏହି ଡ୍ରାଇଭରମାନେ ।

446685pwpadmin

https://adyashalive.com

Featured Posts

Featured Posts

ଆପଣଙ୍କ ସମସ୍ୟା ଆମର ଦାୟିତ୍ୱ, 
ସାଧାରଣ ଜନତାଙ୍କ ଅକୁହା କଥା ।

Featured Posts